ଆସିଲା କାର୍ଯ୍ୟସୂଚୀ , ଫେବ୍ରୁଆରୀ ୧୮ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା
·1 year ago

ଅର୍ଗସ ବ୍ୟୁରୋ : ଫେବ୍ରୁଆରୀ ୧୮ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା । ଫେବୃଆରୀ ୧୮ରୁ ମାର୍ଚ୍ଚ ୨୭ ଯାଏଁ ଚାଲିବ ପରୀକ୍ଷା । ଏନେଇ କାର୍ଯ୍ୟସୂଚୀ ପ୍ରକାଶ କଲା CHSE । କଳା, ବାଣିଜ୍ୟ, ବିଜ୍ଞାନ, ଧନ୍ଦାମୂଳକ ଓ ପତ୍ରବିନିମୟ ପରୀକ୍ଷା ହେବ । ୧୮ ତାରିଖରେ ବିଜ୍ଞାନ ବିଭାଗର ଏମ୍ଆଇଏଲ୍ ଓଡିଆ ପରୀକ୍ଷା ଅନୁଷ୍ଠିତ ହେବ । ୧୯ରେ କଳା ଓ ବାଣିଜ୍ୟ ପିଲାଙ୍କ ଏମଆଇଏଲ ଓଡିଆ ପରୀକ୍ଷା ଅନୁଷ୍ଠିତ ହେବ ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: