ପ୍ରକାଶ ପାଇଲା ଯୁକ୍ତ ୨ ପରୀକ୍ଷା ଫଳ, ବିଜ୍ଞାନରେ ପାସ୍ ହାର ୮୬.୯୩ ପ୍ରତିଶତ
·1 year ago

ଅର୍ଗସ ବ୍ୟୁରୋ: ପ୍ରକାଶ ପାଇଲା ଯୁକ୍ତ ୨ ପରୀକ୍ଷା ଫଳ। କଳାରେ ପାସ ହାର ୮୦.୯୫ ପ୍ରତିଶତ ହୋଇଥିବାବେଳେ ବିଜ୍ଞାନରେ ପାସ୍ ହାର ୮୬.୯୩ ପ୍ରତିଶତ। ଏହାସହ ବାଣିଜ୍ୟରେ ପାସ ହାର ୮୨.୨୭ ପ୍ରତିଶତ ରହିଛି। ଏକାସଙ୍ଗେ ବହାରିଲା କଳା, ବିଜ୍ଞାନ ଏବଂ ବାଣିଜ୍ୟ ପରୀକ୍ଷା ଫଳ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶ ପାଇଛି ଫଳ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: