Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଶ୍ରୀଜିଉଙ୍କୁ ଦର୍ଶନ କରି ଶ୍ରୀମନ୍ଦିରୁ ବାହାରିଲେ ମୋଦି

Jitendra Dash
Browse all articles by Jitendra Dash
·2 years ago
ଶ୍ରୀଜିଉଙ୍କୁ ଦର୍ଶନ କରି ଶ୍ରୀମନ୍ଦିରୁ ବାହାରିଲେ ମୋଦି

ଅର୍ଗସ ବ୍ୟୁରୋ : ଜଗା ଦର୍ଶନ କରି ଶ୍ରୀମନ୍ଦିରୁ ବାହାରିଲେ ମୋଦି । ଶ୍ରୀମନ୍ଦିରେ କଲେ ପୂଜାର୍ଚ୍ଚନା । ମହାପ୍ରଭୁଙ୍କ ଦର୍ଶନପରେ ରୋଡ଼ ସୋ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି । ଆଜି ସକାଳୁ ସକାଳୁ ସକାଳୁ ଭୁବନେଶ୍ବର ରାଜଭବନରୁ ବାହାରି ପୁରୀ ପହଞ୍ଚିଥିଲେ ମୋଦି । ପୁରୀରେ ପହଞ୍ଚି ମହାପ୍ରଭୁଙ୍କୁ କରିଥିଲେ ଦର୍ଶନ । ଦର୍ଶନ ପରେ ହବ ରୋଡ଼ ସୋ । 

ଅଧିକ ପଢନ୍ତୁ : ପୁଣି ଓଡ଼ିଶାରେ ମୋଦି ଧମାକା

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
PM Modi Puri Visit | Argus News