Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ଆଜି ମୋଦିଙ୍କ ‘ମନ କି ବାତ୍’ କାର୍ଯ୍ୟକ୍ରମ

Odisha

ଆଜି ମୋଦିଙ୍କ ‘ମନ କି ବାତ୍’ କାର୍ଯ୍ୟକ୍ରମ

Manini Pattanayak
Browse all articles by Manini Pattanayak
·1 year ago
ଆଜି ମୋଦିଙ୍କ ‘ମନ କି ବାତ୍’ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ:  ଆଜି ମାସର ଶେଷ ରବିବାର ଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ରହିଛି ‘ମନ କି ବାତ୍’ କାର୍ଯ୍ୟକ୍ରମ। ଦିନ ୧୧ଟା ସମୟରେ ଅଲ ଇଣ୍ଡିଆ ରେଡିଓରେ ପ୍ରସାରଣ କରାଯିବ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଉଦବୋଧନ ଦେବେ। ଏହା ମାସିକ ରେଡିଓ କାର୍ଯ୍ୟକ୍ରମ। ଏହା ୧୧୩ ତମ ଅଧ୍ୟାୟ ହେବ।

ଏହି କାର୍ଯ୍ୟକ୍ରମ ଅଲ୍ ଇଣ୍ଡିଆ ରେଡିଓ ଏବଂ ଦୂରଦର୍ଶନ ଚ୍ୟାନେଲରେ ପ୍ରସାରଣ କରାଯିବ। ସେହିପରି ଏଆଇଆର୍ ନ୍ୟୁଜ୍ ୱେବସାଇଟ୍ ଏବଂ ନ୍ୟୁଜ ଅନ୍ ଏଆଇଆର ମୋବାଇଲ୍ ଆପରେ ମଧ୍ୟ ପ୍ରସାରଣ କରାଯିବ ।

ଅଧିକ ପଢନ୍ତୁ ଓଡିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
PM Modi to address nation with his 'Mann Ki Baat' monthly radio programme at 11 am | Argus News