Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ପୁଣି ଓଡ଼ିଶାରେ ମୋଦି ଧମାକା

Odisha

ପୁଣି ଓଡ଼ିଶାରେ ମୋଦି ଧମାକା

Jitendra Dash
Browse all articles by Jitendra Dash
·2 years ago
ପୁଣି ଓଡ଼ିଶାରେ ମୋଦି ଧମାକା

ଅର୍ଗସ ବ୍ୟୁରୋ : ପୁଣି ଓଡ଼ିଶାରେ ମୋଦି ଧମାକା । ଆଜି ସକାଳୁ ସକାଳୁ ଭୁବନେଶ୍ବର ରାଜଭବନରୁ ବାହାରି ପୁରୀ ଅଭିମୁଖେ ଗଲେ ପ୍ରଧାନମନ୍ତ୍ରୀ । ଆଉ କିଛି ସମୟ ପରେ ପୁରୀରେ ପହଞ୍ଚିବେ ମୋଦି। ମହାପ୍ରଭୁଙ୍କ ଦର୍ଶନ କରି ସାରିବା ପରେ ବଡ଼ଦାଣ୍ଡରୁ ଆରମ୍ଭ କରିବେ ରୋଡ଼ ସୋ । ପୁରୀରେ ରୋଡ଼ ସୋ ସରିବା ପରେ ଅନୁଗୋଳ ଓ କଟକରେ ଜନସଭାକୁ ସମ୍ବୋଧିତ କରିବେ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ସକାଳ ୭ଟା ୫୫ରେ ପୁରୀ ମରିଚକୋଟରୁ ଆରମ୍ଭ ହେବ ରୋଡ୍ ସୋ' । ସକାଳ ୮ଟାରୁ ୯ଟା ଯାଏ ରୋଡ୍ ସୋ' । ସକାଳ ୯ଟା ୫ରେ ପୁରୀ ମେଡିକାଲ ଛକରେ ଶେଷ ହେବ ରୋଡ୍ ସୋ' । ସକାଳ ୯ଟା ୧୫ରେ ପୁରୀ ହେଲିପ୍ୟାଡ୍‌ରେ ପହଞ୍ଚିବେ । ସକାଳ ୯ଟା ୨୦ରେ ହେଲିକପ୍ଟର ଯୋଗେ ଅନୁଗୁଳ ଯିବେ । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

 

Sponsored
PM Modi To Conduct Mega Road Show In Puri, With Lord Jagannath's Blessing | Argus News