Videos
|
Odisha

କାଲି ଭୁବନେଶ୍ଵରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ୍‌ ସୋ'

Swoyang prajna Mishra
Browse all articles by Swoyang prajna Mishra
·1 year ago
କାଲି ଭୁବନେଶ୍ଵରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ୍‌ ସୋ'

Key Points

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି। ଜନତା ମୈଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ଏକାଧିକ ପ୍ରକଳ୍ପର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ। ଏଥିସହ ଆୟୁଷ୍ମାନ ବୟୋବନ୍ଦନ ଯୋଜନାର ବି ଓଡ଼ିଶାରେ ଶୁଭାରମ୍ଭ କରିବେ ମୋଦି।

ଓଡ଼ିଶାରେ ଡବଲ ଇଞ୍ଜିନ ସରକାରର ବର୍ଷ ପୂର୍ତ୍ତି ସମାରୋହରେ ସାମିଲ ହେବା ପାଇଁ ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି। ଜନତା ମୈଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ଏକାଧିକ ପ୍ରକଳ୍ପର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ। ଏଥିସହ ଆୟୁଷ୍ମାନ ବୟୋବନ୍ଦନ ଯୋଜନାର ବି ଓଡ଼ିଶାରେ ଶୁଭାରମ୍ଭ କରିବେ ମୋଦି।


ଏୟାରପୋର୍ଟରୁ ଜନତା ମଇଦାନ ଯାଏ ପ୍ରଧାନମନ୍ତ୍ରୀ କରିବେ ରୋଡ଼ ସୋ। ସେହିପରି ବୌଦ୍ଧ ଜିଲ୍ଲାକୁ ପ୍ରଥମ ଟ୍ରେନ ଚଳାଚଳର ମଧ୍ୟ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଥମ ପର୍ଯ୍ୟାୟରେ ବୌଦ୍ଧକୁ ୩ଟି ଟ୍ରେନ ଗଡିବ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: