୨୭ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ
·10 months ago

Key Points
୨୭ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ଗଞ୍ଜାମ ଜିଲ୍ଲା ଛତ୍ରପୁର ଠାରେ ଆୟୋଜିତ ଜନ ସମାବେଶରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।
୨୭ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ଗଞ୍ଜାମ ଜିଲ୍ଲା ଛତ୍ରପୁର ଠାରେ ଆୟୋଜିତ ଜନ ସମାବେଶରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେବା ପକ୍ଷ ଅବସରରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେବେ। ପରିବହନ ମନ୍ତ୍ରୀ ଏ ନେଇ ତଦାରଖ କରୁଛନ୍ତି ।
ନିଜେ ଯାଇ କାର୍ଯ୍ୟକ୍ରମର ସମୀକ୍ଷା କରିବେ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୁଜାରୀ । ଏହା ବାଦ ଦ୍ୱିତୀୟ କାର୍ଯକ୍ରମ ପାଇଁ ଅନୁରୋଧ କରାଯାଇଛି । କିନ୍ତୁ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇ ନାହିଁ । ବର୍ଷକ ମଧ୍ୟରେ ଷଷ୍ଠ ଥର ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ । ଏଥିରୁ ସ୍ପଷ୍ଟ ଯେ ଓଡ଼ିଶା ପ୍ରତି ପ୍ରଧାନମନ୍ତ୍ରୀଙ୍କର ସ୍ଵତନ୍ତ୍ର ଦୃଷ୍ଟି ରହିଛି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: