Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News -  ସରକାରୀ ଜମିରେ ଲାଗିଥିବା 10,000 ରୁ ଉର୍ଦ୍ଧ୍ୱ ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ  

Odisha

 ସରକାରୀ ଜମିରେ ଲାଗିଥିବା 10,000 ରୁ ଉର୍ଦ୍ଧ୍ୱ ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ  

Manini Pattanayak
Browse all articles by Manini Pattanayak
·2 years ago·1 min read
 ସରକାରୀ ଜମିରେ ଲାଗିଥିବା 10,000 ରୁ ଉର୍ଦ୍ଧ୍ୱ ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ  

 ନବରଙ୍ଗପୁର :  ୭ ଏକର ସରକାରୀ ଜମିରେ ଲାଗିଥିବା 10,000 ରୁ ଉର୍ଦ୍ଧ୍ୱ ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ । ବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ୍ ଅନ୍ତର୍ଗତ ରାସ୍ତା କଡରେ ପ୍ରାୟ 7 ଏକର ଜଂଗଲ ଓ ସରକାରୀ ଜମି ମଧ୍ୟରେ ମକା ଗଛ ଓ ପନି ପରିବା ଚାଷ ଦୀର୍ଘ ଦିନରୁ ହୋଇ ଆସୁଥିବା ଦେଖିବାକୁ ମିଳିଥିଲା ।

 କିନ୍ତୁ କିଛି ବ୍ୟକ୍ତି ତା ମଧ୍ୟରେ ଗଞ୍ଜେଇ ଗଛ ଲଗାଇ ଥିବା କୌଣସି ସୂତ୍ରରୁ ଖବର ପାଇ ନବରଙ୍ଗପୁର ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ରୋହିତ ବର୍ମାଙ୍କ  ନିର୍ଦେଶକ୍ରମେ  ଚଢାଉ କରି 10, 000ରୁ  ଉର୍ଦ୍ଧ୍ୱ ଗଛ ଉପାଡ଼ିବା ସହ ପେଟ୍ରୋଲ ଢାଳି ନିଆଁ ଲଗାଇ ନଷ୍ଟ କରିଥିଲେ l ଏଠାରେ କିଏ ଏତେ ପରିମାଣରେ ଗଞ୍ଜେଇ ଗଛ ଲଗାଇ ଥିଲା ତାହା ଜଣା ପଡ଼ିନଥିବା ବେଳେ କାହାରିକୁ ଗିରଫ କରାଯାଇ ନଥିବା ଜଣା ପଡିଛି  । 
ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Police destroyed more than 10,000 cannabis plants on government land | Argus News