Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଦୁର୍ଗମରେ ଶିକ୍ଷାର ବିକଳ ଚିତ୍ର, ବିଦ୍ୟାଳୟରେ ପଡିଲା ତାଲା

Banajyotshna Ray
Browse all articles by Banajyotshna Ray
·1 year ago
ଦୁର୍ଗମରେ ଶିକ୍ଷାର ବିକଳ ଚିତ୍ର, ବିଦ୍ୟାଳୟରେ ପଡିଲା ତାଲା

ଅର୍ଗସ ବ୍ୟୁରୋ:  ଦୁର୍ଗମରେ ଶିକ୍ଷାର ବିକଳ ଚିତ୍ର । ବିଦ୍ୟାଳୟରେ ପଡିଲା ତାଲା । ଛାତ୍ରଛାତ୍ରୀମାନେ ବାରଣ୍ଡାରେ ବସି ପଢିଲେ ପାଠ । ନାମକୁ ମାତ୍ର ପ୍ରଧାନଶିକ୍ଷକ । ଦିନେ ହେଲେ ମଧ୍ୟ ବିଦ୍ୟାଳୟରେ ପଡୁନି ତାଙ୍କ ପାଦ । ପିଲାଙ୍କୁ ପାଠ ପଢ଼େଇବା ବଦଳରେ ନିଜ ଦୋକାନରେ ପ୍ରଧାନଶିକ୍ଷକଙ୍କ ବିତୁଛି ସମୟ । ଅଭିଯୋଗ କଲେ ମିଳୁଛି ଧମକ । ଏ ବାବଦରେ ବାରମ୍ବାର ଅଭିଯୋଗ କଲେ ମଧ୍ୟ ଉପରିସ୍ଥ ଅଧିକାରୀ ଏଥିପ୍ରତି ଗୁରୁତ୍ବ ଦେଉନାହାନ୍ତି । ଶେଷରେ ବାଧ୍ୟ ହୋଇ ଅଭିବାବକମାନେ ଗୁରୁଗୁଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ପକେଇଲେ ତାଲା । ସମାଧାନ ନ ହେବା ପର୍ଯ୍ୟନ୍ତ ବିଦ୍ୟାଳୟରେ ପଡିବ ତାଲା ଅଭିବାବକ ଦେଲେ କଡା ଚେତାବନୀ । () ଏନେଇ ଅଧିକ ସୂଚନା ଦେଉଛନ୍ତି ଆମ ପ୍ରତିନିଧି ଜଗନ୍ନାଥ ଦଳାଇ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Poor picture of education in Gurgam | Argus News