Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବିଜେଡ଼ି ଛାଡ଼ି ବିଜେପିରେ ଯୋଗ ଦେଲେ ପ୍ରହଲ୍ଲାଦ ତ୍ରିପାଠୀ

Banajyotshna Ray
Browse all articles by Banajyotshna Ray
·2 years ago
ବିଜେଡ଼ି ଛାଡ଼ି ବିଜେପିରେ ଯୋଗ ଦେଲେ ପ୍ରହଲ୍ଲାଦ ତ୍ରିପାଠୀ

ଅର୍ଗସ ବ୍ୟୁରୋ:  ବିଜେଡ଼ି ଛାଡ଼ି ବିଜେପିରେ ଯୋଗ ଦେଲେ ପ୍ରହଲ୍ଲାଦ ତ୍ରିପାଠୀ । ପୂର୍ବତନ ନବରଙ୍ଗପୁର ଜିଲ୍ଲା ବିଜେଡ଼ି ସଭାପତି ପ୍ରହଲ୍ଲାଦ ତ୍ରିପାଠୀ । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ପଦ୍ମ ଧରିଲେ ପ୍ରହଲ୍ଲାଦ । ଆଜି ବିଜେଡ଼ିରୁ ଦେଇଥିଲେ ଇସ୍ତଫା । ପୂର୍ବତନ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ବିଜେପିରେ ମିଶିଲେ ବିଜେଡ଼ି ନେତା ପ୍ରହଲ୍ଲାଦ ତ୍ରିପାଠୀ । ଏହାସହ ମିଶ୍ରଣ ପର୍ବରେ ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକର ଅନେକ କଂଗ୍ରେସ କର୍ମୀ ବିଜେପିରେ ଯୋଗ ଦେଇଛନ୍ତି ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:  
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Prahlad Tripathi left Bjd and joined BJP | Argus News