Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଭିଜିଲାନ୍ସ ଜାଲରେ ଜଳସମ୍ପଦ ବିଭାଗ କନିଷ୍ଠ ଯନ୍ତ୍ରୀ ପ୍ରସନ୍ନ ସ୍ବାଇଁ

Swayangprajna Mishra
Browse all articles by Swayangprajna Mishra
·1 year ago
ଭିଜିଲାନ୍ସ ଜାଲରେ ଜଳସମ୍ପଦ ବିଭାଗ କନିଷ୍ଠ ଯନ୍ତ୍ରୀ ପ୍ରସନ୍ନ ସ୍ବାଇଁ

ଅର୍ଗସ ବ୍ୟୁରୋ : ଭିଜିଲାନ୍ସ ପଞ୍ଝାରେ କନିଷ୍ଠ ଯନ୍ତ୍ରୀ । ଭଞ୍ଜନଗର ଜଳସମ୍ପଦ ବିଭାଗ କନିଷ୍ଠ ଯନ୍ତ୍ରୀ ପ୍ରସନ୍ନ ସ୍ବାଇଁଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଚଢାଉ ।

ଅଧିକ ପଢନ୍ତୁ : 1.32 ଲକ୍ଷ ସହ ଧରାପଡ଼ିଲେ ନୂଆପଡ଼ା MVI

ଭଞ୍ଜନଗର କୁଲାଡ଼ ସ୍ଥିତ ବାସଭବନ ଓ  କାର୍ଯ୍ୟାଳୟରେ ଚାଲିଛି ରେଡ୍ । ବ୍ରହ୍ମପୁର ଏବଂ ଫୁଲବାଣୀ ଭିଜିଲାନ୍ସ ପକ୍ଷରୁ ଚାଲିଛି ଚଢ଼ାଉ । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Prasanna Swain, a junior engineer of the Water Resources Department, is under vigilance raid | Argus News