Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଶ୍ରୀମନ୍ଦିରରେ ଚନ୍ଦନଯାତ୍ରା ପାଇଁ ପ୍ରସ୍ତୁତି: ଉଦ୍ଧାର ହେଲା ୫ଡଙ୍ଗା

Ritu Das
Browse all articles by Ritu Das
·2 years ago
ଶ୍ରୀମନ୍ଦିରରେ ଚନ୍ଦନଯାତ୍ରା ପାଇଁ ପ୍ରସ୍ତୁତି: ଉଦ୍ଧାର ହେଲା ୫ଡଙ୍ଗା

ଅର୍ଗସ ବ୍ୟୁରୋ: ଶ୍ରୀମନ୍ଦିରରେ ଚନ୍ଦନଯାତ୍ରା ପାଇଁ ପ୍ରସ୍ତୁତି ।  ବର୍ଷତମାମ୍ ନରେନ୍ଦ୍ର ପୁଷ୍କରିଣୀରେ ବୁଡି ରହିଥିବା ନନ୍ଦା, ଭଦ୍ରା ଏବଂ ବୈଜଯନ୍ତ୍ରୀ ନାମକ ୫ଟି ଡଙ୍ଗାକୁ ନରେନ୍ଦ୍ର ପୁଷ୍କରିଣୀରୁ ଭୋଇ ସେବାୟତ ମାନଙ୍କ ଦ୍ୱାରା ଉଦ୍ଧାର କରାଯ଼ାଇଛି । 

ଆଜି ଚୈତ୍ର ପୂର୍ଣ୍ଣୀମାରୁ ଏହାକୁ ମରାମତି କରାଯିବା ସହ ଅକ୍ଷୟ ତୃତୀୟା ଠାରୁ ଦୀର୍ଘ ୨୧ ଦିନ ବ୍ୟାପି ଆରମ୍ଭ ହେବାକୁ ଥିବା ଚନ୍ଦନଯାତ୍ରା ପାଇଁ ଏହାକୁ  ପ୍ରସ୍ତୁତ କରାଯାଇଥାଏ। 

ଅଧିକ ପଢ଼ନ୍ତୁ ଧର୍ମ ଓ ସଂସ୍କୃତି ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Preparations for Chandan | Argus News