|
logo
Live

Argus News - OUATର 40ତମ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି 

Odisha

OUATର 40ତମ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି 

Smruti Parija
Browse all articles by Smruti Parija
·1 year ago·1 min read
OUATର 40ତମ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି 

ଭୁବନେଶ୍ୱର: OUATର 40ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରାକୃତିକ ଚାଷ ପ୍ରତି ଆଗ୍ରହ ହେବାକୁ ରାଷ୍ଟ୍ରପତି ଆହ୍ବାନ ଦେଇଛନ୍ତି । OUATର ବହୁ ଛାତ୍ରଛାତ୍ରୀ ଦେଶ, ବିଦେଶରେ ନିଜର ଦକ୍ଷତା ଦେଖାଇପାରିଛନ୍ତି । କୃଷି ବୈଜ୍ଞାନିକମାନଙ୍କ ଅବଦାନ ଆମ ପାଇଁ ଯଥେଷ୍ଟ ଅଧିକ ରହିଛି । କୃଷକ ଭାଇଭଉଣୀଙ୍କ କଲ୍ୟାଣ ପାଇଁ ଅନେକ ଯୋଜନା କରିଛନ୍ତି ସରକାର । 

ପିଏମ୍ କିଷାନ ସମ୍ମାନ ନିଧି ଯୋଜନା କୃଷି ଭାଇଭଉଣୀଙ୍କ ପାଇଁ ଉପାଦେୟ କୃଷି କାର୍ଯ୍ୟକୁ ଆଗେଇ ନେବାକୁ ଆମ ପାଖରେ ଅତ୍ୟାଧୁନିକ ପ୍ରଯୁକ୍ତି ବିଦ୍ୟା ରହିଛି । ସମୟ ଉପଯୋଗୀ ଜ୍ଞାନକୌଶଳକୁ ଆପଣାଇବାକୁ ରାଷ୍ଟ୍ରପତିଙ୍କ ଆହ୍ବାନ ଦେଇଛନ୍ତି ରାଷ୍ଟ୍ରପତି । କୃଷି ଉତ୍ପାଦନ କ୍ଷେତ୍ରରେ ଅଭୂତପୂର୍ବ ସଫଳତା ପାଇଛି ଭାରତ । ଏବେ ଭାରତ ଅନ୍ୟ ଦେଶକୁ କୃଷି ସାମଗ୍ରୀ ରପ୍ତାନୀ କରୁଛି କହିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
OUATର 40ତମ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି  | Argus News