Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News -  ଆସନ୍ତାକାଲି ଜନ୍ମ ମାଟିକୁ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  

Odisha

 ଆସନ୍ତାକାଲି ଜନ୍ମ ମାଟିକୁ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  

Manini Pattanayak
Browse all articles by Manini Pattanayak
·2 years ago
 ଆସନ୍ତାକାଲି ଜନ୍ମ ମାଟିକୁ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  

 ମୟୂରଭଞ୍ଜ: ସୋମବାର ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିପାଇଁ ବାରିପଦା ସମେତ ରାଇରଙ୍ଗପୁରରେ ଜୋରଦାର ଚାଲିଛି ପ୍ରସ୍ତୁତି । ବାରିପଦା ,ଦାଣ୍ଡବୋଷ ଠାରେ ଅସ୍ଥାୟୀ ହେଲିପ୍ୟାଡ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ।  

"ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘ" ର ୩୬ତମ ବାର୍ଷିକ ସମ୍ମିଳନୀରେ ଯୋଗଦେବେ ମହାମହିମ। ଜନ୍ମ ମାଟିରେ ସ୍ବାଗତ ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି। ରାଷ୍ଟ୍ରପତି ହେବା ପରେ ମୟୂରଭଞ୍ଜ ଜିଲ୍ଲାକୁ ମହାମହିମଙ୍କ ଏହା ଦ୍ବିତୀୟ ଗସ୍ତ। 

ଅଧିକ ପଢନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
President Draupadi Murmu is coming to mayurbhanj tomorrow | Argus News