ଆସନ୍ତା ଅକ୍ଟୋବର ୨୪ରେ ଦିନିକିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
·1 year ago

ଅର୍ଗସ ବ୍ୟୁରୋ: ଆସନ୍ତା ଅକ୍ଟୋବର ୨୪ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମହାମହିମଙ୍କ ପୁରୀ ଯିବାର କାର୍ଯ୍ୟକ୍ରମ ରହିଛି । ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ କରିବେ ଦର୍ଶନ । ଏନେଇ ସୂଚନା ଦେଇଛନ୍ତି ରାଷ୍ଟ୍ରପତିଙ୍କ କୌଳିକ ପଣ୍ଡା । ସେ ରାଷ୍ଟ୍ରପତି ହେବା ପୂର୍ବରୁ ଓ ରାଷ୍ଟ୍ରପତି ହେବା ପରେ ବହୁ ବାର ପୁରୀ ଆସିଛନ୍ତି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର...
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: