Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

4 ଦିନିଆ ଓଡ଼ିଶା ଗସ୍ତରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 

Manini Pattanayak
Browse all articles by Manini Pattanayak
·2 years ago
4 ଦିନିଆ ଓଡ଼ିଶା ଗସ୍ତରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 

ଭୁବନେଶ୍ୱର:  4 ଦିନିଆ ଓଡ଼ିଶା ଗସ୍ତରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଜୟଦେବ ଭବନରେ ଉତ୍କଳମଣିଙ୍କ ଶ୍ରାଦ୍ଧବାର୍ଷିକୀ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ଅଛନ୍ତି । ଜୟଦେବ ଭବନ କାର୍ଯ୍ୟକ୍ରମ ଶେଷ କରି ରାଜଭବନ ଯିବେ ମହାମହିମ ।

ସେଠାରେ ରାତ୍ରିଯାପନ କରିବେ ରାଷ୍ଟ୍ରପତି । ଆସନ୍ତାକାଲି ପୁରୀ ଗସ୍ତ କରି ରଥଯାତ୍ରାରେ ସାମିଲ ହେବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିପାଇଁ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି  ।

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
President Draupadi Murmu on a 4-day visit to Odisha | Argus News