Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

୧୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Swoyang prajna Mishra
Browse all articles by Swoyang prajna Mishra
·1 year ago
୧୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Key Points

୧୪ରେ ଆସିବେ ରାଷ୍ଟ୍ରପତି
ଜୁଲାଇ ୧୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
୧୪ରେ ଭୁବନେଶ୍ବର AIIMS ସମାବର୍ତ୍ତନ ଉତ୍ସବରେ ଯୋଗଦେବେ

ଆସନ୍ତା ୧୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୧୪ରେ ଭୁବନେଶ୍ଵରAIIMSର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ । ୧୫ରେ ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।


ଜବାହରଲାଲ ନେହରୁ ଇନ୍‌ଡୋର ହଲ୍‌ରେ ଅୟୋଜିତ ହେବାକୁ ଥିବା ଆଦିକବି ସାରଳା ଦାସଙ୍କ ୬୦୦ ତମ ଜୟନ୍ତୀ ଉତ୍ସବ ଓ କଳିଙ୍ଗ ରତ୍ନ ୨୦୨୪ ପୁରସ୍କାର ଉତ୍ସବରେ ମଧ୍ୟ ଯୋଗ ଦେବେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
President Draupadi Murmu will come to Odisha on the 14th | Argus News