Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ

Ritu Das
Browse all articles by Ritu Das
·1 year ago
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ

ଅର୍ଗସ ବ୍ୟୁରୋ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ। ସମ୍ଭାବ୍ୟ ବାତ୍ୟା ପାଇଁ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଥିବା ଓଡ଼ିଶା ଗସ୍ତ ସ୍ଥଗିତ ହୋଇଥିବା ସୂଚନା ମିଳିଛି। 

ବାଙ୍ଗିରିପୋଷି, ରାଇରଙ୍ଗପୁର, ପୁରୀ ଓ ଭୁବନେଶ୍ୱରରେ କାର୍ଯ୍ୟକ୍ରମ ଥିଲା। ଅନିବାର୍ଯ୍ୟ କାରଣ ଯୋଗୁ ରାଷ୍ଟ୍ରପତିଙ୍କ ଗସ୍ତ ସ୍ଥଗିତ ରହିଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
President Draupadi | Argus News