Teachers Protest Withdraw / ୫ ଦିନ ପରେ ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ
·7 months ago·2 min read

Key Points
୫ ଦିନ ପରେ ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ
ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ସହ ଆଲୋଚନା ପରେ ନିଷ୍ପତ୍ତି
୭ ଦିନରେ ସରକାରଙ୍କ ସହ ଆଲୋଚନା କରି ସମାଧାନ କରିବାକୁ ପ୍ରତିଶ୍ରୁତି

୫ ଦିନ ପରେ ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ । ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ସହ ଆଲୋଚନା ପରେ ଆନ୍ଦୋଳନ ପ୍ରତ୍ୟାହୃତ ପାଇଁ ନିଷ୍ପତ୍ତି ନେଇଛନ୍ତି ପ୍ରାଥମିକ ଶିକ୍ଷକ ସଂଘ । ୭ ଦିନ ଭିତରେ ସରକାରଙ୍କ ସହ ଆଲୋଚନା କରି ସମସ୍ୟାର ସମାଧାନ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି । ଗ୍ରେଡ ପେ'କୁ ୨୨ ଶହରୁ ୪୨ ଶହ କରାଯାଉ, ଠିକାରେ ନିଯୁକ୍ତ ପ୍ରାୟ ୧୩ ହଜାର ଶିକ୍ଷକଙ୍କୁ ନିୟମିତ କରିବାକୁ ପ୍ରାଥମିକ ଶିକ୍ଷକ ସଂଘର ଦାବି ରହିଛି ।
ପୂର୍ବରୁ ସେମାନଙ୍କ ମଧ୍ୟରେ ନିଷ୍ପତ୍ତି ସରିଥିଲା ଯେ ଆସନ୍ତାକାଲିଠୁ ସେମାନେ ସମୂହ ଛୁଟିରେ ଯିବେ । ହେଲେ ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିଶେଶ୍ବର ଟୁଡୁ ଧାରଣାସ୍ଥଳରେ ପହଞ୍ଚିଥିଲେ । ଆଉ ଶିକ୍ଷକଙ୍କ ଦାବି ନେଇ ସେମାନେ ସକାରାତ୍ମକ ଥିବା ସେମାନେ କହିଥିଲେ । ଏହା ପରେ ଆନ୍ଦୋଳନରୁ ହଟିଥିଲେ ପ୍ରାଥମିକ ଶିକ୍ଷକ ।
ସୂଚନା ଅନୁସାରେ, ଗତ ୬ ତାରିଖରୁ ୪୨୦୦ ଗ୍ରେଡ୍ ପେ' ଓ ୨୦୦୧ରୁ ମସିହାରୁ କାର୍ଯ୍ୟରତ ଶିକ୍ଷକଙ୍କୁ ୬ଟି ଇନକ୍ରିମେଣ୍ଟ ଦାବିରେ ଆନ୍ଦୋଳନକୁ ଆସିଥିଲେ ପ୍ରାଥମିକ ଶିକ୍ଷକ ମହାସଂଘ । ରାଜ୍ୟରେ ବିଭିନ୍ନ ଜିଲ୍ଲାରୁ ହଜାର ହଜାର ଶିକ୍ଷକ ଅହୋରାତ୍ର ଧାରଣା ଦେଇଥିଲେ । ୭ ତାରିଖରେ ସଂଘ ସହ ଗଣଶିକ୍ଷା ମନ୍ତ୍ରୀଙ୍କ ସହ ଆଲୋଚନା ହୋଇଥିଲା ।
ଏହି ଆଲୋଚନାରେ ଶିକ୍ଷକ ସଂଘ ଜିଦ୍ ଧରିଥିଲେ ଯେ ଲିଖିତ ପ୍ରତିଶ୍ରୁତି ମିଳିଲେ ଆନ୍ଦୋଳନରୁ ହଟିବୁ । ଏମିତିକି ଗଣଶିକ୍ଷା ମନ୍ତ୍ରୀଙ୍କ ଅନୁରୋଧ ସତ୍ତ୍ବେ ଆନ୍ଦୋଳନରୁ ହଟିବାକୁ ନାରାଜ ହୋଇଥିଲା । ଶିକ୍ଷକ ଆନ୍ଦୋଳନକୁ ଆସିଥିବାରୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଆନ୍ଦୋଳନକୁ ଯାଇଥିବା ଶିକ୍ଷକଙ୍କ ତଥ୍ୟ ଦେବାକୁ ନିର୍ଦ୍ଦେଶ ଦେଇଥିଲେ ।

ଅଧିକ ପଢ଼ନ୍ତୁ: ଏଣିକି ଆଉ ଶୀତ କାକରରେ ବଡଦାଣ୍ଡରେ ରାତି କାଟିବେନି ଶ୍ରଦ୍ଧାଳୁ: ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି
ସୂଚନା ଅନୁସାରେ, ଗତ ୬ ତାରିଖରୁ ୪୨୦୦ ଗ୍ରେଡ୍ ପେ' ଓ ୨୦୦୧ରୁ ମସିହାରୁ କାର୍ଯ୍ୟରତ ଶିକ୍ଷକଙ୍କୁ ୬ଟି ଇନକ୍ରିମେଣ୍ଟ ଦାବିରେ ଆନ୍ଦୋଳନକୁ ଆସିଥିଲେ ପ୍ରାଥମିକ ଶିକ୍ଷକ ମହାସଂଘ । ରାଜ୍ୟରେ ବିଭିନ୍ନ ଜିଲ୍ଲାରୁ ହଜାର ହଜାର ଶିକ୍ଷକ ଅହୋରାତ୍ର ଧାରଣା ଦେଇଥିଲେ । ୭ ତାରିଖରେ ସଂଘ ସହ ଗଣଶିକ୍ଷା ମନ୍ତ୍ରୀଙ୍କ ସହ ଆଲୋଚନା ହୋଇଥିଲା ।
ଅଧିକ ପଢ଼ନ୍ତୁ: ବାରବାଟୀରେ ଭାରତର ବଡ଼ ବିଜୟ; ଟାର୍ଗେଟ୍ର ଅଧାରୁ ଦକ୍ଷିଣ ଆଫ୍ରିକା ଅଲଆଉଟ୍
ଏହି ଆଲୋଚନାରେ ଶିକ୍ଷକ ସଂଘ ଜିଦ୍ ଧରିଥିଲେ ଯେ ଲିଖିତ ପ୍ରତିଶ୍ରୁତି ମିଳିଲେ ଆନ୍ଦୋଳନରୁ ହଟିବୁ । ଏମିତିକି ଗଣଶିକ୍ଷା ମନ୍ତ୍ରୀଙ୍କ ଅନୁରୋଧ ସତ୍ତ୍ବେ ଆନ୍ଦୋଳନରୁ ହଟିବାକୁ ନାରାଜ ହୋଇଥିଲା । ଶିକ୍ଷକ ଆନ୍ଦୋଳନକୁ ଆସିଥିବାରୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଆନ୍ଦୋଳନକୁ ଯାଇଥିବା ଶିକ୍ଷକଙ୍କ ତଥ୍ୟ ଦେବାକୁ ନିର୍ଦ୍ଦେଶ ଦେଇଥିଲେ ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories