Videos
|
Odisha

ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

Ritu Das
Browse all articles by Ritu Das
·2 years ago
ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ଅର୍ଗସ ବ୍ୟୁରୋ: ଭୁବନେଶ୍ବରରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ। ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବରରେ ପହଞ୍ଚିଲେ ମୋଦି। ବିମାନବନ୍ଦରରେ ମୋଦିଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ସନ୍ଧ୍ୟାରେ ବିଜେପି କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକରେ ଯୋଗ ଦେବେ। 

ଦଳୀୟ ନେତାଙ୍କ ସହ କରିବେ ମାନସମନ୍ଥନ। ଦଳୀୟ ବୈଠକ ପରେ ରାଜଭବନରେ ରାତ୍ରୀଯାପନ କରିବେ ମୋଦି। ଆସନ୍ତାକାଲି ସକାଳେ ପୁରୀ ଯିବେ ପ୍ରଧାନମନ୍ତ୍ରୀ। ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ମୋଦି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


 

Prime Minister | Argus News