ଫୁଲବାଣୀରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
·1 year ago

କନ୍ଧମାଳ : ଫଲବାଣୀରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି । MI-17 ହେଲିକାପ୍ଟର ଯୋଗେ କନ୍ଧମାଳ ଅଭିମୁଖେ ପ୍ରଧାନମନ୍ତ୍ରୀଙ୍କ ଯାତ୍ରା । ଆଉ କିଛି ସମୟ ମଧ୍ୟରେ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ ମୋଦି । ପରେ ପରେ ଆଉ ୨ଟି ଜନସଭାକୁ କରିବେ ସମ୍ବୋଧନ । ୧୨ଟା ୧୫ରେ ବଲାଙ୍ଗିର, ୧.୪୫ରେ ବରଗଡ ଜନସଭାରେ ଯୋଗଦେବାର ରହିଛି କାର୍ଯ୍ୟକ୍ରମ ।
ଅଧିକ ପଢନ୍ତୁ : ମୋଦିଙ୍କ ରୋଡ ସୋ'ରେ ବିପୁଳ ସମର୍ଥନ
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: