Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ୨୦ ରେ ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି

Odisha

୨୦ ରେ ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି

Swayangprajna Mishra
Browse all articles by Swayangprajna Mishra
·2 years ago
୨୦ ରେ ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି

ଅର୍ଗସ ବ୍ୟୁରୋ : ୨୦ ରେ ପୁଣି ଓଡ଼ିଶା ଆସୁଛନ୍ତି ମୋଦି । ପୁରୀରେ ରୋଡ଼ ସୋ କରିବେ ପ୍ରଧାନମନ୍ତ୍ରୀ । ଅନୁଗୁଳ ଓ କଟକରେ ବିଶାଳ ଜନସଭା କରିବେ ପିଏମ ମୋଦି । ସେହିପରି ଆସନ୍ତା 15 ତାରିଖ ଦିନ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ମଧ୍ୟ ପୁଣି ଓଡ଼ିଶା ଆସୁଛନ୍ତି । ରାଉରକେଲା, କଣ୍ଟାବାଞ୍ଜି, ଆସ୍କାରେ ସଭା କରିବେ ଶାହ ।

 ଅଧିକ ପଢନ୍ତୁ : ବରଗଡରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

17 ତାରିଖ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ସୁନ୍ଦରଗଡ଼, ହିଞ୍ଜିଳି ଓ ପଦ୍ମପୁରରେ ବିଶାଳ ଜନସଭା କରିବେ।  ଆସ୍କାର ସୋରଡ଼ା ଠାରେ ସଭା କରିବେ ଅମିତ ଶାହ । ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ରଙ୍କ ସୂଚନା । 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Education Next Season 5
Sponsored
Prime Minister Modi is coming to Odisha again on 20th | Argus News