Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବୀମା ସଖୀ ଯୋଜନା ଲଞ୍ଚ କଲେ ପ୍ରଧାନମନ୍ତ୍ରୀ ମୋଦି

Rashmita Mishra
Browse all articles by Rashmita Mishra
·1 year ago
ବୀମା ସଖୀ ଯୋଜନା ଲଞ୍ଚ କଲେ ପ୍ରଧାନମନ୍ତ୍ରୀ ମୋଦି

ଅର୍ଗସ ବ୍ୟୁରୋ: ବୀମା ସଖୀ ଯୋଜନା ଲଞ୍ଚ କଲେ ପ୍ରଧାନମନ୍ତ୍ରୀ ମୋଦି । ଯୋଜନାରେ ଦେଶର ଆଗ୍ରହୀ ମହିଳାଙ୍କୁ ଏଲଆଇସି ଏଜେଣ୍ଟ ହେବା ପାଇଁ ମିଳିବ ତାଲିମ । 3 ବର୍ଷ ପାଇଁ ତାଲିମ ସମୟରେ  ମଧ୍ୟ ମହିଳାଙ୍କୁ ମିଳିବ 5ରୁ 7 ହଜାର ଟଙ୍କା । ଏହାବ୍ୟତୀତ କମିଶନ ମଧ୍ୟ ମିଳିବ । କାର୍ଯ୍ୟ ଅନୁସାରେ ପରବର୍ତ୍ତୀ ସମୟରେ ମହିଳାଙ୍କୁ ପଦୋନ୍ନତି ମିଳିବ । ହରିୟାଣାର ପାନିପତରେ ଭାରତୀୟ ଜୀବନ ବୀମା ନିଗମର ସାଖୀ ଯୋଜନା ଲଞ୍ଚ କରିଛନ୍ତି ।  ସଶକ୍ତିକରଣ ପାଇଁ ଏହି ଯୋଜନା ଦେଶର ମହିଳାଙ୍କୁ ଅଧିକ ଶକ୍ତି ଯୋଗାଇବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Prime Minister Modi launches Bima Sakhi Yojana | Argus News