Videos
|
Odisha

ଚଣ୍ଡିଖୋଲରେ ସାଧାରଣ ସଭାକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ମୋଦି

Ritu Das
Browse all articles by Ritu Das
·2 years ago
ଚଣ୍ଡିଖୋଲରେ ସାଧାରଣ ସଭାକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ମୋଦି

ଅର୍ଗସ ବ୍ୟୁରୋ: ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ପୁରୀ ଯାଇ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବା ସହ ଚଣ୍ଡିଖୋଲରେ ସାଧାରଣ ସଭାକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦିଲ୍ଲୀ ରାଷ୍ଟ୍ରୀୟ କାର୍ଯ୍ୟକାରିଣୀରୁ ଫେରିବା ପରେ ଏନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। 

ମୋଦିଙ୍କ ଗସ୍ତ ନେଇ  ଖୁବଶୀଘ୍ର ତାରିଖ ନିର୍ଦ୍ଧାରଣ କରାଯିବ। ଏହା ସହ 22ତାରିଖରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓଡ଼ିଶା ଗସ୍ତରେ ଆସିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି। ତେବେ ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫେବୃଆରୀ 3ରେ ସମ୍ବଲପୁର ଗସ୍ତରେ ଆସିଥିଲେ। ସମ୍ବଲପୁର ଆଇଆଇଏମର ଉଦଘାଟନ କରିବା ସହ ରେମେଡରେ ସାଧାରଣ ସଭାରେ ଯୋଗ ଦେଇଥିଲେ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Prime Minister Modi | Argus News