ଶପଥ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ ମୋଦି
·1 year ago

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ମୋଦି। ଶପଥ ସମାରୋହରେ ଯୋଗଦେବା ପାଇଁ ପହଞ୍ଚିଲେ ପ୍ରଧାନମନ୍ତ୍ରୀ। ସଂନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ମାଝୀ। । ଭୁବନେଶ୍ୱର ବିମାନ ବନ୍ଦରରୁ ରାଜଭବନ ଗଲେ ପ୍ରଧାନମନ୍ତ୍ରୀ। ରାଜ୍ୟରେ ପ୍ରଥମ ଥର ଲାଗି ସରକାର ଗଠନ କରିବ ବିଜେପି। ଭୁବନେଶ୍ୱରର ଜନତା ମଇଦାନରେ ହେବ ଶପଥ ଗ୍ରହଣ ଉତ୍ସବ।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: