Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଜନଜାତି ଗୌରବ ଦିବସ ଅବସରରେ ରାଉରକେଲା ଆସିବେ ମୋଦି

Swayangprajna Mishra
Browse all articles by Swayangprajna Mishra
·1 year ago
ଜନଜାତି ଗୌରବ ଦିବସ ଅବସରରେ ରାଉରକେଲା ଆସିବେ ମୋଦି

ଅର୍ଗସ ବ୍ୟୁରୋ : ନଭେମ୍ବର ୧୫ରେ ରାଉରକେଲା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ଜନଜାତି ଗୌରବ ଦିବସ ଅବସରରେ ରାଉରକେଲା ଆସିବେ ମୋଦି । ଦିନ ୧୧ଟାରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବେ । ଝାରସୁଗୁଡାର ଅନେକ କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ । ସହିଦ ମାଧୋସିଂ ହାତଖର୍ଚ୍ଚ ବୃତ୍ତି ଯୋଜନା ଶୁଭାରମ୍ଭ କରିବେ ।

ଅଧିକ ପଢନ୍ତୁ : ଆଜି ରୁଷିଆ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

୪୫୦ଟି ପ୍ରାଥମିକ ସ୍କୁଲ ହଷ୍ଟେଲ ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଓଡ଼ିଆ ଅସ୍ମିତା କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଦିନ ୧୧ଟାରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବେ । ଝାରସୁଗୁଡ଼ାରୁ ହେଲିକପ୍ଟରରେ ରାଉରକେଲା ଯିବେ ପ୍ରଧାନମନ୍ତ୍ରୀ ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Prime Minister Modi will come to Rourkela on November 15 | Argus News