Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Banajyotshna Ray
Browse all articles by Banajyotshna Ray
·1 year ago
ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଅର୍ଗସ ବ୍ୟୁରୋ:  ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିଲେ ମୋଦି । ବିମାନ ବନ୍ଦରରୁ ସିଧା ଯିବେ ଗାଡକଣ । ସୁଭଦ୍ରା ଯୋଜନାର କରିବେ ଶୁଭାରମ୍ଭ । ମହିଳାଙ୍କ ଆକାଉଣ୍ଟକୁ ଯିବ ପ୍ରଥମ କିସ୍ତି । ମୋଦିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

ଅଧିକ ପଢ଼ନ୍ତୁ : ଜନ୍ମଦିନରେ ଓଡିଶାର ଭିତ୍ତିଭୂମି ବିକାଶ ଓ ଗରିବ କଲ୍ୟାଣକୁ ମୋଦିଙ୍କ ଫୋକସ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Prime Minister Narendra Modi arrived in Bhubaneswar | Argus News