Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଅନୁଗୁଳ ସଭାରୁ ଫେରି କଟକରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

Jitendra Dash
Browse all articles by Jitendra Dash
·2 years ago
ଅନୁଗୁଳ ସଭାରୁ ଫେରି କଟକରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ଅର୍ଗସ ବ୍ୟୁରୋ : କଟକରେ ପହଞ୍ଚିଲେ ମୋଦି । ଅନୁଗୁଳରେ ସାଧରଣସଭା ଶେଷ କରି କଟକରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ସକାଳେ ପୁରୀରେ ରୋଡ଼ ଶେଷ କରି ଅନୁଗୁଳ ଗସ୍ତ କରିଥିଲେ । ସେଠି ସାଧାରଣସଭାକୁ ସମ୍ବୋଧନ କରିଥିଲେ । ଏବେ କଟକରେ ପହଞ୍ଚିଛନ୍ତି ।

ଅଧିକ ପଢନ୍ତୁ : ପୁଣି ଓଡ଼ିଶାରେ ମୋଦି ଧମାକା

ଏଠି ଉପର ବାଲିଯାତ୍ରା ପଡ଼ିଆରେ ସାଧାରଣ ସଭାରେ ଯୋଗ ଦେବେ । ସଭା ଶେଷ କରି ମଧ୍ୟାହ୍ନ ୧୨ଟାର ୫୦ରେ କଟକରୁ ବାହାରି ଭୁବନେଶ୍ବର ବିମାନବନ୍ଦରରେ ୧ଟା ୧୦ରେ ପହଞ୍ଚିବେ । ସେଠାରୁ ୧ଟା ୧୫ରୁ ପଶ୍ଚିମବଙ୍ଗ ଅଭିମୁଖେ ବାହାରିବେ ପ୍ରଧାନମନ୍ତ୍ରୀ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Prime Minister Narendra Modi arrived in Cuttack | Argus News