Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Argus Whatsapp Channel Mobile Top

Argus News - ୩ ଦିନିଆ ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ

Odisha

୩ ଦିନିଆ ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ

Smruti Parija
Browse all articles by Smruti Parija
·1 year ago
୩ ଦିନିଆ ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ବରରେ ପହଞ୍ଚିଲେ ପିଏମ୍ ମୋଦି । ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ । ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ପିଏମ୍ । ବିମାନ ବନ୍ଦରରେ ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କଲେ ରାଜ୍ୟପାଳ, ସ୍ବରାଷ୍ଟ୍ର ମନ୍ତ୍ରୀ, ମୁଖ୍ୟମନ୍ତ୍ରୀ । 

ବିମାନ ବନ୍ଦର ନିକଟରେ ଏକ ସାଧାରଣ ସଭାରେ ଯୋଗ ଦେବେ ମୋଦି । ସଭା ସ୍ଥାନରୁ ରାଜଭବନ ଏବଂ ସଂଧ୍ୟାରେ ରାଜ୍ୟ ବିଜେପି କାର୍ଯ୍ୟାଳୟକୁ ଆସିବେ ପ୍ରଧାନମନ୍ତ୍ରୀ । ୨ ଘଣ୍ଟା ଦଳୀୟ କାର୍ଯ୍ୟାଳୟରେ ରହି ସମସ୍ତଙ୍କ ସହ ଆଲୋଚନା କରିବେ । ବିଧାୟକ ଓ ନେତାଙ୍କୁ ସରକାର ଓ ସଂଗଠନର ମନ୍ତ୍ର ଦେବେ । 

ସେପଟେ ଅତିଥିଙ୍କୁ ସ୍ବାଗତ ପାଇଁ ରାଜଧାନୀକୁ ଆଲୋକମାଳାରେ ବି ସଜାଯାଇଛି । ଏହାସହ ପାରମ୍ପରିକ ନାଚ, ଗୀତରେ କମ୍ପୁଛି ରାଜଧାନୀ ଭୁବନେଶ୍ୱର ।  

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଆହୁରି ପଢନ୍ତୁ ଓଡିଶା ଖବର...

 

 

Argus Whatsapp Channel Mobile Top
Sponsored
Prime Minister on 3-day visit to Odisha | Argus News