Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆସନ୍ତାକାଲି ଭୁବନେଶ୍ୱରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ

Banajyotshna Ray
Browse all articles by Banajyotshna Ray
·1 year ago
ଆସନ୍ତାକାଲି ଭୁବନେଶ୍ୱରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ

ଅର୍ଗସ ବ୍ୟୁରୋ:  ଆସିଲା ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟସୂଚୀ । ଡିଜିପି ସମ୍ମିଳନୀରେ ସାମିଲ ହେବେ ପ୍ରଧାନମନ୍ତ୍ରୀ । କାଲି ଭୁବନେଶ୍ୱରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ।
ସନ୍ଧ୍ୟା ୫ଟା ୧୫ରେ ରାଜଭବନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ।  ଦିନ ୪ଟା ୨୫ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ମୋଦି। ଏହାପରେ ଦିଲ୍ଲୀ ଫେରିଯିବେ ପ୍ରଧାନମନ୍ତ୍ରୀ । ସଜେଇ ହେଲାଣି ବିଜେପି ରାଜ୍ୟ କାର୍ଯ୍ୟାଳୟ। ସନ୍ଧାନୀ କୁକୁର ସହ ସୁରକ୍ଷା ବ୍ୟବସ୍ଥା କଡାକଡି।  ରାଜଭବନରେ ରାତ୍ରିଯାପନ କରିବେ ପ୍ରଧାନମନ୍ତ୍ରୀ। ସକାଳ ୮ଟା ୨୫ ୪ଟା ୩୦ ଯାଏଁ ଉପସ୍ଥିତ ରହିବେ। 

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Prime Minister to arrive in Bhubaneswar tomorrow | Argus News