Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

Rashmita Mishra
Browse all articles by Rashmita Mishra
·1 year ago
ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ଅର୍ଗସ ବ୍ୟୁରୋ: ଆସନ୍ତା ୧୭ ତାରିଖରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।ଭୁବନେଶ୍ବର ଜନତା ମଇଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗ ଦେବେ ।ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।ବ୍ଲୁ ବୁକ୍ ଅନୁସାରେ ସୁରକ୍ଷା ବ୍ୟବସ୍ଥା ସହ ଲାଗୁ ହେବ ଟ୍ରାଫିକ୍ କଟକଣା ।ଅନ୍ୟପଟେ ମୋଦୀଙ୍କ ଗସ୍ତ ପୂର୍ବରୁ ପ୍ରସ୍ତୁତ ହେଉଛି ଜନତା ମଇଦାନ । ୩ ଟି ବଡ଼ ବଡ ସଭାସ୍ଥଳ କରଯାଇଛି। ଗୋଟିଏ ମଞ୍ଚ ପ୍ରସ୍ତୁତି ଚାଲିଛି । ଆଲୋକିକରଣ ଠୁ ଆରମ୍ଭ କରି ସୁରକ୍ଷା ପାଇଁ ସବୁ ବ୍ୟବସ୍ତା କରଯାଇଛି। 6ରୁ ଅଧିକ ପୋଲିସ ଆଉଟ୍ ପୋଷ୍ଟ ହୋଇଛି। ସୁରକ୍ଷା ଦୃଷ୍ଟିରୁ ପୋଲିସ ପକ୍ଷରୁ ଡଗସ୍କ୍ୱାର୍ଡ ବୁଲୁଛନ୍ତି। ଆଜି ଜନତା ମଇଦାନରେ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ଡିଜିପି ।

ଅଧିକ ପଢନ୍ତୁ ଓଡ଼ିଶା ଖବର 

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Prime Minister to launch Subhadra Yojana | Argus News