|
logo
Live

Argus News - ମାର୍ଚ୍ଚ 5 ରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ

Odisha

ମାର୍ଚ୍ଚ 5 ରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ

Smruti Parija
Browse all articles by Smruti Parija
·2 years ago
ମାର୍ଚ୍ଚ 5 ରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ

ଅର୍ଗସ ବ୍ୟୁରୋ: ମାର୍ଚ୍ଚ 5 ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ । ଏନେଇ ବିଜେପି ରାଜ୍ୟ ନିର୍ବାଚନ ସହପ୍ରଭାରୀ ଲତା ଉସେଣ୍ଡି ସୂଚନା ଦେଇଛନ୍ତି । ଏପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀଙ୍କର କୌଣସି କାର୍ଯ୍ୟସୂଚୀ ପ୍ରସ୍ତୁତ ହୋଇନାହିଁ ବୋଲି କହିଛନ୍ତି ନିର୍ବାଚନୀ ପ୍ରଭାରୀ । ସୂଚନା ଅନୁସାରେ, ଚଣ୍ଡିଖୋଲରେ ପ୍ରଧାନମନ୍ତ୍ରୀଙ୍କର ଏକ ସାଧାରଣ ସଭା ଏବଂ ଜାତୀୟ ରାଜପଥ ପ୍ରକଳ୍ପ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । 

ଗତ ଫେବୃଆରୀ 3 ତାରିଖରେ ଓଡିଶା  ଗସ୍ତରେ ଆସିଥିଲେ ପ୍ରଧାନମନ୍ତ୍ରୀ । ସମ୍ବଲପୁରରେ ଆଇଆଇଏମର ସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ କରିଥିଲେ । 68 ହଜାର କୋଟିର 18ଟି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ ପ୍ରଧାନମନ୍ତ୍ରୀ । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ମାର୍ଚ୍ଚ 5 ରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ | Argus News