|
logo
Live

Argus News - ଟ୍ବିଟ କରି ଭୋଟ୍ ଦେବାକୁ ଅନୁରୋଧ କଲେ ପ୍ରଧାନମନ୍ତ୍ରୀ

Odisha

ଟ୍ବିଟ କରି ଭୋଟ୍ ଦେବାକୁ ଅନୁରୋଧ କଲେ ପ୍ରଧାନମନ୍ତ୍ରୀ

Swayangprajna Mishra
Browse all articles by Swayangprajna Mishra
·1 year ago
ଟ୍ବିଟ କରି ଭୋଟ୍ ଦେବାକୁ ଅନୁରୋଧ କଲେ ପ୍ରଧାନମନ୍ତ୍ରୀ

ଅର୍ଗସ ବ୍ୟୁରୋ : ୨୦୨୪ ଲୋକସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ ସମସ୍ତ ଭୋଟରଙ୍କୁ ଅଧିକ ସଂଖ୍ୟାରେ ଭୋଟ ଦେବାକୁ ଅନୁରୋଧ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରତ୍ୟେକ ଭୋଟ ଗୁରୁତ୍ବପୂର୍ଣ୍ଣ, ଆପଣଙ୍କ ଭୋଟ ମଧ୍ୟ ଗୁରୁତ୍ବପୂର୍ଣ୍ଣ । ଗଣତନ୍ତ୍ର ସେତେବେଳେ ସୁଦୃଢ ହୁଏ ଯେତେବେଳେ ଲୋକମାନେ ନିର୍ବାଚନ ପ୍ରକ୍ରିୟାରେ ସକ୍ରିୟ ଭାବେ ସାମିଲ ହୁଅନ୍ତି ।

ଅଧିକ ପଢନ୍ତୁ : ଦିନ ୧୧ଟା ସୁଦ୍ଧା ୨୧.୩୨ ପ୍ରତିଶତ ମତଦାନ

ବିଶେଷ କରି ମହିଳା ଓ ଯୁବ ଭୋଟରଙ୍କୁ ଅଧିକ ସଂଖ୍ୟାରେ ଭୋଟ ଦେବାକୁ ଅନୁରୋଧ କରିଛନ୍ତି ପ୍ରଧାନମନ୍ତ୍ରୀ । ସେପଟେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ମତ ସାବସ୍ତ୍ୟ କରିବା ପାଇଁ ଭୋଟରଙ୍କୁ ନିବେଦନ କରିଛନ୍ତ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଟ୍ବିଟ କରି ଭୋଟ୍ ଦେବାକୁ ଅନୁରୋଧ କଲେ ପ୍ରଧାନମନ୍ତ୍ରୀ | Argus News