୧୭ରେ ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ, ସୁରକ୍ଷା ବ୍ୟବସ୍ଥା କଡାକଡି
·1 year ago

ଅର୍ଗସ ବ୍ୟୁରୋ: 17 ତାରିଖରେ ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ । ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି । ମୋଦିଙ୍କ ଓଡ଼ିଶା ଗସ୍ତ ପାଇଁ ଜୋରଦାର୍ ପ୍ରସ୍ତୁତି । ଜନତା ମୈଦାନରେ ପିଏମଙ୍କ କାର୍ଯ୍ୟକ୍ରମରେ ଯୋଗଦେବେ ଲକ୍ଷାଧିକ ମହିଳା । ସ୍ଥିତି ଅନୁଧ୍ୟାନ ପାଇଁ ଜନତା ମୈଦାନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣା ମାଝୀ । ସିଏମଙ୍କ ସଭାସ୍ଥଳ ଜନତା ମୈଦାନରେ ସୁରକ୍ଷା ସ୍ଥିତି ଅନୁଧ୍ୟାନ କରୁଛନ୍ତି ମୁଖ୍ୟମନ୍ତ୍ରୀ ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: