Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ବାପାକୁ ଛୁରୀ ଭୁସି ହତ୍ୟା କଲା ପ୍ରଫେସର ପୁଅ

Odisha

ବାପାକୁ ଛୁରୀ ଭୁସି ହତ୍ୟା କଲା ପ୍ରଫେସର ପୁଅ

Swayangprajna Mishra
Browse all articles by Swayangprajna Mishra
·1 year ago
ବାପାକୁ ଛୁରୀ ଭୁସି ହତ୍ୟା କଲା ପ୍ରଫେସର ପୁଅ

ଭୁବନେଶ୍ବର : ରାଜଧାନୀରେ ଚାଞ୍ଚଲ୍ୟ । ବାପାକୁ ଛୁରୀ ଭୁସି ହତ୍ୟା କଲା ପ୍ରଫେସର ପୁଅ । ମଞ୍ଚେଶ୍ବର ରଙ୍ଗମାଟିଆର ଏକ ଆପାର୍ଟମେଣ୍ଟରେ ବିଭତ୍ସ ହତ୍ୟା । ମୃତଦେହ ଜବତ କରି ଛାନଭିନ୍ ଆରମ୍ଭ କରିଛି ମଞ୍ଚେଶ୍ବର ଥାନା ପୋଲିସ । ଅଭିଯୁକ୍ତ ପୁଅକୁ ଅଟକ । ମୃତକ ହେଲେ ସୁନୀଲ ଚୌଧୁରୀ  ।

ଅଧିକ ପଢନ୍ତୁ : ଗାଡି ଧକ୍କାରେ ଚାଲିଗଲା ଦମ୍ପତ୍ତିଙ୍କ ଜୀବନ

ଅଭିଯୁକ୍ତ ପୁଅ ହେଉଛନ୍ତି କିଟ୍ ଲ କଲେଜର ପ୍ରଫେସର ଅନିରୁଦ୍ଧ ଚୌଧୁରୀ । ପାରିବାରିକ କଳହରୁ ବାପାକୁ ପୁଅ ଛୁରୀ ଭୁସି ହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି । 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Professor's son stabbed his father to death | Argus News