Videos
|
Odisha

ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ମହିଳା ବିରୋଧୀ ମନ୍ତବ୍ୟକୁ ନେଇ ବିକ୍ଷୋଭ

Ritu Das
Browse all articles by Ritu Das
·2 years ago
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ମହିଳା ବିରୋଧୀ ମନ୍ତବ୍ୟକୁ ନେଇ ବିକ୍ଷୋଭ

ଅର୍ଗସ ବ୍ୟୁରୋ: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ମହିଳା ବିରୋଧୀ ମନ୍ତବ୍ୟକୁ ନେଇ ରାଜ୍ୟ ବିଜେପି ମହିଳା ମୋର୍ଚ୍ଚାର ବିକ୍ଷୋଭ। ଭୁବନେଶ୍ୱର ରାମ ମନ୍ଦିର ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛି ରାଜ୍ୟ ବିଜେପି ମହିଳା ମୋର୍ଚ୍ଚା। ମହିଳା ମୋର୍ଚ୍ଚା ପକ୍ଷରୁ ନୀତିଶ କୁମାରଙ୍କ ଫଟୋକୁ ଚପଲ ମାଡ଼ କରାଯିବା ସହ କୁଶ ପୁତ୍ତଳିକା ଦାହ କରାଯାଇଛି। 

କେନ୍ଦ୍ର ସରକାର ମହିଳାଙ୍କୁ ସବୁ କ୍ଷେତ୍ରରେ ଅଗ୍ରାଧିକାର ଦେଉଥିବା ବେଳେ ନୀତିଶ କୁମାର ଙ୍କ ଏପରି ମହିଳା ବିରୋଧୀ ମନ୍ତବ୍ୟ କୁ ବିରୋଧ କରିବା ସହ ଇସ୍ତଫା ଦାବି କରିଛି ରାଜ୍ୟ ବିଜେପି ମହିଳା ମୋର୍ଚ୍ଚା। 

ଅଧିକ ପଢ଼ନ୍ତୁ ଭାରତ ଖବର
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Protests over Bihar | Argus News