|
logo
Live

Argus News - ପୁରୀ ବ୍ଲାଷ୍ଟ: ମୃତ୍ୟୁ ସଂଖ୍ୟା 11କୁ ବୃଦ୍ଧି

Odisha

ପୁରୀ ବ୍ଲାଷ୍ଟ: ମୃତ୍ୟୁ ସଂଖ୍ୟା 11କୁ ବୃଦ୍ଧି

Ritu Das
Browse all articles by Ritu Das
·1 year ago
ପୁରୀ ବ୍ଲାଷ୍ଟ: ମୃତ୍ୟୁ ସଂଖ୍ୟା 11କୁ ବୃଦ୍ଧି

ଅର୍ଗସ ବ୍ୟୁରୋ: ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି । ଗତକାଲି ମୃତ୍ୟୁ ସଂଖ୍ୟା ୯ଥିବାବେଳେ ଆଜି ଆଉ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । 

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି ଜିଲ୍ଲାପାଳ । ଅନ୍ୟ ୧୯ ଜଣ ଚିକିତ୍ସାଧିନ ଥିବା ସୂଚନା ରହିଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ପୁରୀ ବ୍ଲାଷ୍ଟ: ମୃତ୍ୟୁ ସଂଖ୍ୟା 11କୁ ବୃଦ୍ଧି | Argus News