Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ପୁରୀ ବ୍ଲାଷ୍ଟ: ମୃତ୍ୟୁ ସଂଖ୍ୟା 13କୁ ବୃଦ୍ଧି

Odisha

ପୁରୀ ବ୍ଲାଷ୍ଟ: ମୃତ୍ୟୁ ସଂଖ୍ୟା 13କୁ ବୃଦ୍ଧି

Rashmita Mishra
Browse all articles by Rashmita Mishra
·2 years ago
ପୁରୀ ବ୍ଲାଷ୍ଟ: ମୃତ୍ୟୁ ସଂଖ୍ୟା 13କୁ ବୃଦ୍ଧି

ଅର୍ଗସ ବ୍ୟୁରୋ: ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଜି ଆଉ ୪ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି ।ଗତକାଲି ମୃତ୍ୟୁ ସଂଖ୍ୟା ୯ଥିବାବେଳେ ଆଜି ଆଉ ଚାରି ଜଣଙ୍କର ମୃତ୍ୟୁ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏବେ ବି ୧୭ ଜଣ ବିଭିନ୍ନ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି ।

ମୃତକଙ୍କ ପରିବାରକୁ 4 ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରାଯାଇଛି । ଆସନ୍ତା 5 ତାରିଖରେ ପୁରୀ ସର୍କିଟ ହାଉସରେ ଘଟଣାର ତଦନ୍ତ କରିବେ ସ୍ବତନ୍ତ୍ର ରିଲିଫ୍ କମିଶନର।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Raja Festival
Sponsored
Puri Blast: Death toll rises to 13 | Argus News