Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

BREAKING; ନରେନ୍ଦ୍ର ପୁଷ୍କରିଣୀରେ ବୁଡି ଯୁବକ ମୃତ

Smruti Parija
Browse all articles by Smruti Parija
·1 year ago
BREAKING; ନରେନ୍ଦ୍ର ପୁଷ୍କରିଣୀରେ ବୁଡି ଯୁବକ ମୃତ

Key Points

ନରେନ୍ଦ୍ର ପୁଷ୍କରିଣୀରେ ଅଘଟଣ

ନରେନ୍ଦ୍ର ପୁଷ୍କରିଣୀରେ ଅଘଟଣ । ଯୁବକ ଜଣଙ୍କ ଗାଧୋଉଥିବାବେଳେ ବୁଡି ଯାଇଥିଲେ । ଖବର ପାଇ ଅଗ୍ନିଶମ କର୍ମଚାରୀ ତାଙ୍କୁ 1 ଘଣ୍ଟା ଖୋଜା ଖୋଜି କରିବା ପରେ ଉଦ୍ଧାର କରାଯାଇଛି । ଅସୁସ୍ଥ ଯୁବକଙ୍କୁ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
puri-breaking-narendra-youth-drowns-in-swimming-pool-dies | Argus News