Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ପୁରୀରେ ଏନକାଉଣ୍ଟର : ଆହତ ହେଲା ଦୁର୍ଦ୍ଦାନ୍ତ ଅପରାଧୀ କାଳୁ ଭୋଳ

Jitendra Dash
Browse all articles by Jitendra Dash
·2 years ago
ପୁରୀରେ ଏନକାଉଣ୍ଟର : ଆହତ ହେଲା ଦୁର୍ଦ୍ଦାନ୍ତ ଅପରାଧୀ କାଳୁ ଭୋଳ

ଅର୍ଗସ ବ୍ୟୁରୋ : ପୁରୀ ସତ୍ୟବାଦୀ ବ୍ଲକ୍ ସୁଆଣ୍ଡ ଗ୍ରାମରେ ଏନକାଉଣ୍ଟର । ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ କାଳୁ ଭୋଳ ଆହତ । ପୁରୀ ସଦର ବାଟଗାଁର କାଳୁ ଭୋଳ । ଏନକାଉଣ୍ଟର ବେଳେ କାଳୁ ଭୋଳର ଡାହାଣ ଗୋଡରେ ବାଜିଛି ଗୁଳି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ସତ୍ୟବାଦୀ ଆଇଆଇସିଙ୍କ ଉପରକୁ ଗୁଳିମାଡ କରିବା ବେଳେ କରାଗଲା ଏନକାଉଣ୍ଟର । ଗୁରୁତର ଅବସ୍ଥାରେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ କାଳୁ ଭୋଳ ଭର୍ତ୍ତି । ଜିଲ୍ଲାର ବିଭିନ୍ନ ଥାନାରେ ୧୮ରୁ ଉର୍ଦ୍ଧ୍ବ ମାମଲା ରହିଛି କାଳୁ ଭୋଳ ନାମରେ । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Puri: Dreaded criminal Kalu Bhoala injured in Police encounter | Argus News