ଅନ୍ଧାରରେ ଶ୍ରୀମନ୍ଦିର, ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ
·2 years ago

ଅର୍ଗସ ବ୍ୟୁରୋ : ଅନ୍ଧାରରେ ଶ୍ରୀମନ୍ଦିର । ଅନ୍ଧାରରେ ଶ୍ରଦ୍ଧାଳୁ । ପ୍ରାୟ ୧୫ ମିନିଟ୍ ଲାଇନ୍ କଟିବା ଯୋଗୁଁ ଶ୍ରୀମନ୍ଦିର ଭିତରେ ଅନ୍ଧାର । ପାୱର ଟ୍ରିପ୍ ଯୋଗୁଁ ଅନ୍ଧାର ହୋଇଥିବା ସୂଚନା । ମିନି ଇନଭର୍ଟରରେ କିଛି ସମୟ ଶ୍ରୀମନ୍ଦିର ଭିତରେ ଜଳିଲା ଲାଇଟ୍ । ଅନ୍ଧାର ଯୋଗୁଁ ଶ୍ରୀମନ୍ଦିର ସୁରକ୍ଷା ଉପରେ ଉଠିଲା ପ୍ରଶ୍ନ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: