Paita Lagi Niti / ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି; ୪ ଘଣ୍ଟା ଦର୍ଶନ ବନ୍ଦ
·3 hours ago·1 min read

Key Points
ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ପଇତା ଲାଗି ନୀତି
୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ
କଣ ଏହି ନୀତି ଓ କଣ ହୋଇଥାଏ ?
୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ
କଣ ଏହି ନୀତି ଓ କଣ ହୋଇଥାଏ ?
ଆଜି ଶ୍ରୀମନ୍ଦିରରେ ହେବ ମହାପ୍ରଭୁଙ୍କ ପଇତାଲାଗି ନୀତି । ଏଥିଲାଗି ୪ ଘଣ୍ଟା ବନ୍ଦ ରହିବ ଜଗାଦର୍ଶନ । ଶ୍ରୀବିଗ୍ରହଙ୍କ ପଇତାଲାଗି ନୀତି ପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବୈଶାଖ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୋଇଥାଏ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାଠାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ ।
ପଢନ୍ତୁ ଏହି ଖବର: ଶ୍ରୀମନ୍ଦିର ପତିତପାବନ ବାନାରେ ପଡ଼ିଲା ଶୂନ୍ୟ ଗଣ୍ଠି
- କାହିଁକି ବନ୍ଦ ରୁହେ ଜଗା ଦର୍ଶନ ?
ପଢନ୍ତୁ ଏହି ଖବର: ଶ୍ରୀମନ୍ଦିର ପତିତପାବନ ବାନାରେ ପଡ଼ିଲା ଶୂନ୍ୟ ଗଣ୍ଠି
- ପଇତା ଲାଗି ନୀତି କଣ ?
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories