Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ବଲାଙ୍ଗିର ଜନସଭାରେ ଯୋଗ ଦେବେ ରାହୁଲ

Odisha

ବଲାଙ୍ଗିର ଜନସଭାରେ ଯୋଗ ଦେବେ ରାହୁଲ

Banajyotshna Ray
Browse all articles by Banajyotshna Ray
·2 years ago
ବଲାଙ୍ଗିର ଜନସଭାରେ ଯୋଗ ଦେବେ ରାହୁଲ

ଅର୍ଗସ ବ୍ୟୁରୋ:  ଓଡିଶା ଆସୁଛନ୍ତି ରାହୁଲ ଗାନ୍ଧି। ମେ’ ୧୫ ରେ ବଲାଙ୍ଗିର ଜନସଭାରେ ଯୋଗ ଦେଇ ରାହୁଲ ସମ୍ବୋଧନ କରିବେ ଓ ସେଠାରୁ ବାଇକ ରାଲି ସହ ସବୁଠି ପ୍ରଚାର କରି ଭୋଟ ମାଗିବେ । ରାହୁଲଙ୍କ ଏହି ଗସ୍ତ ନେଇ ବଲାଙ୍ଗିର କଂଗ୍ରେସ ବିଧାୟକ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ସୂଚନା ଦେଇଛନ୍ତି । ଆସନ୍ତା ମେ’ ୧୫ ତାରିଖରେ ଓଡିଶାରେ କେନ୍ଦ୍ରୀୟ ନେତାଙ୍କ ପଡିବ ଡେରା । ବିଜେପିରୁ ହେବିୱେଟ ନେତା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଆସୁଥିବା ବେଳେ କଂଗ୍ରେସ ପ୍ରାର୍ଥୀଙ୍କ ଲାଗି ରାହୁଲ ଗାନ୍ଧି ଭୋଟ ପ୍ରଚାର କରିବାକୁ ଆସୁଛନ୍ତି । ଆଗାମୀ ୧୫ ତାରିଖରେ ଜନସାଧାରଣଙ୍କ ପାଖରେ ସେ କଣ ଅଭିଭାଷଣ ରଖିବେ ତାହାକୁ କଂଗ୍ରେସ ନେତା ଏବଂ କର୍ମୀ ଅପେକ୍ଷା କରିଛନ୍ତି ।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Rahul gandhi will come to Odisha | Argus News