Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ  

Odisha

ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ  

Manini Pattanayak
Browse all articles by Manini Pattanayak
·2 years ago
ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ  

ଭୁବନେଶ୍ୱର:  ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ।  ବିଜେପି ବିଧାୟକଙ୍କ ସହ ଆଲୋଚନା ପରେ ବିଧାନସଭା ଯାଇ କଲେ ପ୍ରାର୍ଥୀପତ୍ର ଦାଖଲ ।  ରାଜ୍ୟସଭା ପ୍ରାର୍ଥୀ ଭାବେ ବିଜେପି ପକ୍ଷରୁ ନାଁ ଘୋଷଣା ପରେ ବିଜେଡି କରିଛି ସମର୍ଥନ ।

ନାମାଙ୍କନ ଦାଖଲର ଶେଷ ଦିନରେ ଆଜି ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ନିଜ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ଅଶ୍ୱିନୀ ବୈଷ୍ଣବ । ଅଶ୍ୱିନୀ ବୈଷ୍ଣବଙ୍କ ନାମାଙ୍କନ ଦାଖଲ ବେଳେ ବିଜେପିର ବରିଷ୍ଠ ନେତା ଉପସ୍ଥିତ ଥିଲେ। 

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
Railway Minister Ashwini Vaishnav filed nomination for Rajya Sabha | Argus News