Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଟ୍ରାପ୍ ଲାଇନ୍ ପ୍ରଭାବରେ ରାଜ୍ୟରେ ଝଡ ବର୍ଷା ସମ୍ଭାବନା , ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ

Swoyang prajna Mishra
Browse all articles by Swoyang prajna Mishra
·11 months ago·1 min read
ଟ୍ରାପ୍ ଲାଇନ୍ ପ୍ରଭାବରେ ରାଜ୍ୟରେ ଝଡ ବର୍ଷା ସମ୍ଭାବନା , ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ

Key Points

ପ୍ରବଳ ବର୍ଷା ପାଇଁ ରାୟଗଡ଼ା, ମାଲକାନାଗିରି, କୋରାପୁଟ ଏବଂ ଗଜପତିକୁ ଚେତାବନୀ ଦିଆଯାଇଛି।ସେହିପରି ଆସନ୍ତାକାଲି ୨୬ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ମଧ୍ୟ ସତର୍କ କରାଯାଇଛି ।

ଆସନ୍ତା ୨୪ ଘଣ୍ଟାରେ ଟ୍ରାପ୍ ଲାଇନ୍ ପ୍ରଭାବରେ ରାଜ୍ୟରେ ଝଡ ପବନ ସହ ବର୍ଷା ସମ୍ଭାବନା।ଆଜି ବିଜୁଳି ଘଡ଼ଘଡ଼ି ସହ ପବନ ବହିବା ନେଇ ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ ରାୟଗଡ଼ା, ମାଲକାନାଗିରି, କୋରାପୁଟ ଏବଂ ଗଜପତିକୁ ଚେତାବନୀ ଦିଆଯାଇଛି।ସେହିପରି ଆସନ୍ତାକାଲି ୨୬ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ମଧ୍ୟ ସତର୍କ କରାଯାଇଛି ।


୧୧ ତାରିଖ ଦିନ ସମଗ୍ର ରାଜ୍ୟକୁ ୟେଲୋ ଆଲର୍ଟ ଦେଇଛି ଅରାଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୧୨ରୁ ରାଜ୍ୟରେ ବଢିବ ବର୍ଷା ପରିମାଣ ଓ ବିସ୍ତୃତି ।୧୨-୧୩ ତାରିଖ ବେଳକୁ ପବନର ବେଗ ଅଧିକ ଯୋଗୁ ସମୁଦ୍ର ଅଶାନ୍ତ ରହିବ । ତେଣୁ ଏହି ସମୟରେ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।ଆସନ୍ତା ୧୨ ଅଗଷ୍ଟରେ ଏକ ଲଘୁଚାପ କ୍ଷେତ୍ର ଦକ୍ଷିଣ ଓଡିଶା ତଥା ଏହାର ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହେବାର ସମ୍ଭାବନା ଥିବା ବେଳେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଭାରି ବର୍ଷା ସମ୍ଭାବନା

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Rain and Thunderstorms likely in the state odisha , yellow alert issued for 24 districts | Argus News