ବଜ୍ରାଘାତରେ ଚାଲିଗଲା ୩ ଜଣଙ୍କ ପ୍ରାଣ
·2 years ago

ଅର୍ଗସ ବ୍ୟୁରୋ : ବଜ୍ରପାତ ନେଲା ଜୀବନ । କେନ୍ଦ୍ରାପଡ଼ାରୁ ଆସିଲା ଦୁଃଖଦ ଘଟଣା । କାଳବୈଶାଖୀର ବର୍ଷା, ପବନ ହୋଇ ବଜ୍ରପାତ ଯୋଗୁଁ ୩ ଜଣଙ୍କର ମୃତ୍ୟୁ ଘଟିଛି । ପାଟକୁରା କୁଦାନଗରୀ ବଙ୍ଗାରିରେ ଜଣେ, କୁଣ୍ଡିଲୋରେ ଜଣଙ୍କର ମୃତ୍ୟୁ ଘଟିଛି । ଅନ୍ୟପଟେ ଆଳି ଶାଳିଅଞ୍ଚ ଭେଡାରେ ବଜ୍ରାଘାତ ଯୋଗୁଁ ଆଉ ଜଣେ ମୃତ୍ୟୁ ବରଣ କରିଛନ୍ତି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: