ଆହୁରି ୩ ଦିନ ବର୍ଷିବ, ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
·1 year ago

ପଶ୍ଚିମାଝଡ ପ୍ରଭାବରେ ରାଜ୍ୟରେ କାଳବୈଶାଖୀ ବର୍ଷା । ବର୍ଷାରେ ଭିଜିଲା ରାଜଧାନୀ ସମେତ ରାଜ୍ୟର ଅନେକ ସ୍ଥାନ । ୨୪ ଘଣ୍ଟା ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।
ଝାରସୁଗୁଡା, ସୁନ୍ଦରଗଡ଼, କେଉଁଝର, ମୟୁରଭଞ୍ଜ, ବାଲେଶ୍ବର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି । ଅନ୍ୟ ସମସ୍ତ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ମେ ୩ ତାରିଖ ଯାଏଁ ଏଭଳି ସ୍ଥିତି ଲାଗି ରହିବା ସହ ୩ ରୁ ୫ ଡିଗ୍ରୀ କମିବ ଦିନ ତାପମାତ୍ରା ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: