Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଗାମୀ ୫ ଦିନ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା

Ritu Das
Browse all articles by Ritu Das
·2 years ago
ଆଗାମୀ ୫ ଦିନ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା

ଅର୍ଗସ ବ୍ୟୁରୋ: ଆଗାମୀ ୫ ଦିନ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା । ୨୪ ଘଣ୍ଟା ପାଇଁ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ କାଁ ଭାଁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । 

କୋରାପୁଟ, ମାଲକାନଗିରିରେ ଅତି ପ୍ରବଳ ବର୍ଷା ଏବଂ ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, କଳହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ବରଗଡ଼, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହୋଇପାରେ । ୧୫ତାରିଖରେ ମଧ୍ୟ ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ରାୟଗଡ଼ା, କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେହିପରି ୧୬ ତାରିଖରେ କିଛି ସ୍ଥାନରେ ବର୍ଷା ହେବା ସହିତ ୧୭ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି କହିଛନ୍ତି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ।

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Rain will continue | Argus News