Rain Alert; ଏହି ସବୁ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା
·1 year ago

କାଳବୈଶାଖୀ ବର୍ଷା ଆହୁରି 4 ଦିନ । ଆଜିଠୁ ବର୍ଷାର ପରିମାଣ ବଢିବା ସହ ୧୮ ଯାଏ ବର୍ଷା ଜାରି ରହିବ ବୋଲି ବିଭାଗ ପୂର୍ବାନୁମାନ କରିଛି । ୧୪ ରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷାକୁ ନେଇ କେନ୍ଦୁଝର ଓ ମୟୁରଭଞ୍ଜକୁ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ ।
ସେହିପରି ସୁନ୍ଦରଗଡ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ ଓ ଜଗତସିଂହପୁରରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେପଟେ ୪ ରୁ ୫ ଦିନ ଯାଏ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ନାହିଁ ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସେପଟେ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ନାହିଁ । ଆଜି ସକାଳୁ ପାଗ ମେଘୁଆ ଥିବାବେଳେ ଦିନ 11 ଟାରୁ ପ୍ରବଳ ଗୁଳୁଗୁଳିକୁ ଗରମ ଅନୁଭୂତ ହେଉଛି ।
