Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ରଥ ନିର୍ମାଣ ଅନୁକୂଳ ପାଇଁ ଶ୍ରୀମନ୍ଦିରରୁ ଆସିଲା ଆଜ୍ଞାମାଳ

Smruti Parija
Browse all articles by Smruti Parija
·2 years ago
ରଥ ନିର୍ମାଣ ଅନୁକୂଳ ପାଇଁ ଶ୍ରୀମନ୍ଦିରରୁ ଆସିଲା ଆଜ୍ଞାମାଳ

ପୁରୀ: ରଥକାଠ ଅନୁକୂଳ ପାଇଁ ଆସିଲା ଆଜ୍ଞାମାଳ । ଅକ୍ଷୟ ତୃତୀୟାରେ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ ପାଇଁ ଶ୍ରୀମନ୍ଦିରରୁ ଆଜ୍ଞାମାଳ ବିଜେ ହୋଇଛି । ଆଜିଠୁ ଆରମ୍ଭ ହେବ ମହାପ୍ରଭୁଙ୍କ ୨୧ଦିନିଆ ଚନ୍ଦନ ଯାତ୍ରା। ଏହାସହ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ତିନି ରଥ ନିର୍ମାଣ ଲାଗି ଆଜି ରଥକାଠ ଅନୁକୂଳ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ ଓ ପୁଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ratha-yatra-rituals-starts-from-today-on-the-occassion-od-akhsaya-tritiya | Argus News